୨୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଅଙ୍ଗଦ କହଁର ଦଳର ସଭାପତି ପଦରୁ ଇସ୍ତଫା ଦେଇଛନ୍ତି । ଶ୍ରୀକହଁର ଗତ ୨୦୨୪ ମାର୍ଚ୍ଚ ରୁ ଜିଲ୍ଲା ବିଜେଡି ସଭାପତି ଦାୟିତ୍ୱରେ ଥିଲେ । ତେବେ ବୟସ ଦୃଷ୍ଟିରୁ ସ୍ବାସ୍ଥ୍ୟ ଗତ ସମସ୍ୟା ଦର୍ଶାଇ ସେ ଇସ୍ତଫା ଦେଇଥିବା କହିଛନ୍ତି ।
