୨୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲ ରେ ମାଓବାଦୀ କ୍ୟାମ୍ପ ରହିଥିବା ଗୁଇନ୍ଦା ସୂଚନା ମୁତାବକ ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ ବେଳେ ହେଲେ ସୁରକ୍ଷା କର୍ମୀ ମାଓବାଦୀ-ମୁହାଁ ମୁହିଁ ହୋଇଥିଲେ। ଏହା ପରେ ମାଓବାଦୀ ମାନେ ସୁରକ୍ଷା କର୍ମୀ ଙ୍କୁ ଗୁଳି ଚଳାଇବାରୁ ସୁରକ୍ଷା କର୍ମୀ ଗୁଳିବିନିମୟ କରିଥିବା କୁହାଯାଇଛି।

