ଜଙ୍ଗଲ ମଧ୍ୟରୁ ଜୁଆ ଆଡ୍ଡାରେ ଚଢ଼ାଉ : ୧୩ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଏଭଳି ଏକ ଘଟଣା ଥାନା ନିକଟସ୍ଥ କିଲାବାଡ଼ି ଗାଁ ନିକଟ ଏକ ଜଙ୍ଗଲରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ହୋଇ ଜୁଆ ଖେଳୁଥିଲେ । କୌଣସି ସୂତ୍ରରୁ ଖବର ପାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ସେଠାରେ ଚଢ଼ାଉ କରିଥିଲା । ପୋଲିସ ଗାଡ଼ି ଦେଖି କିଛି ଜୁଆ ଖେଳାଳି ଦୌଡ଼ି ଫେରାର ହେବାରେ ସଫଳ ହୋଇଥିବା ବେଳେ ୧୩ ଜଣକୁ ପୋଲିସ କାବୁ କରିବାରେ ସଫଳ ହୋଇଥିଲା । ଏନେଇ ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଅବ୍ୟାହତ ରଖିଥିବା ବିଷୟ ଥାନା ଅଧିକାରୀ ପ୍ରକାଶ କରିଛନ୍ତି ।
Related Content
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ
by
Proprietor Abhimanyu Maharana
July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା
by
Proprietor Abhimanyu Maharana
July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର
by
Proprietor Abhimanyu Maharana
July 29, 2026
ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା
by
Proprietor Abhimanyu Maharana
July 29, 2026
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା
by
Proprietor Abhimanyu Maharana
July 29, 2026