ଓଡିଶା ତାଜା ନ୍ୟୁଜ୍ ( ୧୯ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ବୁଧବାର ମଧ୍ୟାହ୍ନରେ ଓଡ଼ିଶା ମଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମୌଲବୀ (ମାଟ୍ରିକ୍), ମାହିର (ଯୁକ୍ତ-୨), ଅଲିମ୍ (ଯୁକ୍ତ-୩), ଫାଜିଲ୍ (ପି.ଜି) ସ୍ତରୀୟ ପରୀକ୍ଷା ଫଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କ ଦ୍ୱାରା ପ୍ରକାଶିତ ହୋଇଛି । ଚଳିତ ବର୍ଷ ରାଜ୍ୟରେ ମୋଟ ୧୩୦୬ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୫୫ ଜଣ ବିଦ୍ୟାର୍ଥୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହାର ପାସ ହାର ଶତକଡ଼ା ୮୦.୭୮ ହୋଇଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ସ୍ନେହମୟୀ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।
ପ୍ରକାଶ ପାଇଲା ମଦ୍ରାସା ବୋର୍ଡ ପରୀକ୍ଷା ଫଳ

- Categories: Uncategorized, ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
Related Content
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ....
by
Proprietor Abhimanyu Maharana
October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
by
Proprietor Abhimanyu Maharana
October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
by
Proprietor Abhimanyu Maharana
October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ
by
Proprietor Abhimanyu Maharana
October 9, 2026
ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ
by
Proprietor Abhimanyu Maharana
October 8, 2026
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ
by
Proprietor Abhimanyu Maharana
October 8, 2026