୨୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଜଗତସିଂହପୁର :-> ବିରିଡି ବ୍ଲକ ଅନ୍ତର୍ଗତ ପୁରଣ ଗ୍ରାମପଂଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି l ଏଥିରେ ବିଡ଼ିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ତନୁଶ୍ରୀ ବେହେରା,ଅତିରିକ୍ତ ବିଡ଼ିଓ ନିରୋଦ କୁମାର ସାମଲ, ଜିପିଇଓ ପାୟଲ ମହାପାତ୍ର, କନିଷ୍ଠ ଯନ୍ତ୍ରୀ କାଦମ୍ବିନୀ ପ୍ରଧାନ,

