୩୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ସୁଧାକର ଟ୍ରକ୍ ଧକ୍କାରେ ବାଇକ ଆରୋହୀ ମୃତ । ମୃତକ ଜଣକ ହେଲେ କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ନିକଟସ୍ଥ ମାର୍ଦିପଙ୍କା ଗ୍ରାମର ସୀଧାନ୍ତ ମୁଠାମାଝୀ ବୋଲି ଜଣା ପଡ଼ିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହାତ ହୋଇଛନ୍ତି । ଆହାତ ଙ୍କୁ ସ୍ଥାନୀୟ ଲୋକେ ଡାକ୍ତରଖାନା ପହଞ୍ଚାଇଥିବା ବେଳେ ଉତ୍ୟକ୍ତ ଲୋକେ ବ୍ରହ୍ମପୁର ରାୟଗଡା ଜାତୀୟ 326 ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ।

