୩୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ମନ୍ଦିର ଚତୁଃପାର୍ଶ୍ଵ ରେ ଥିବା ସମସ୍ତ ବ୍ୟବସାୟୀ ବନ୍ଧୁ ମାନେ ଏକତ୍ରିତ ହୋଇ ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରଥମ ଥର ପାଇଁ ଶ୍ୟାମା କାଳୀ ପୂଜା ଓ ଦୀପାବଳି ଉତ୍ସବ ଉପଲକ୍ଷେ ସମଗ୍ର ମାର୍କେଟର ଆଲୋକିକରଣର କରାଯାଇଛି l

