୩୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖଣ୍ଡପଡ଼ା :-> କେନ୍ଦ୍ର ସରକାରଙ୍କ ମୋ ଭାରତ ସଂସ୍ଥା ତରଫରୁ ଗଣିଆ ବଜାର ଅଞ୍ଚଳରେ ଯୁବ ଭାରତ ଆସୋସିଏସନ୍ ଉଦ୍ୟମ ରେ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ “ମେଡିକାଲ ସ୍ଵେଚ୍ଛାସେବୀ” କାର୍ଯ୍ୟକ୍ରମ ସମ୍ପାଦନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ କେନ୍ଦ୍ର ସରକାରଙ୍କ ମୋ ଭାରତ ସଂସ୍ଥା ର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ହୋଇଥିଲା ।

