Home ଓଡ଼ିଶା ୬ ମାସ ହେଲା ଦରମା ମିଳୁନି, ଧାରଣାରେ ବସିଲେ ଅଧ୍ୟାପକ, ଅଧ୍ୟାପିକା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୨ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁଭାଷ ବୋଷ ଡ଼ିଗ୍ରୀ ମହାବିଦ୍ୟାଳୟ ଅଧ୍ୟାପକ ଏବଂ ଅଧ୍ୟାପିକାଙ୍କୁ ଦରମା ମିଳନୁାହିଁ। ଉପଜିଲାପାଳଙ୍କ ହସ୍ତକ୍ଷେପ ସତ୍ବେ ଦରମା ନ ମିଳିବାରୁ ଏହା ପ୍ରତିବାଦରେ ସେମାନେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ୨୦୨୪ ମେ ମାସ ୧ ତାରିଖରେ ଅର୍ଥନୀତି ଅଧ୍ୟାପକ ଭାବେ ସନ୍ୟାସୀ ସାହୁ, ରାଜନୀତି ବିଜ୍ଞାନ ଅଧ୍ୟାପକ ଭାବେ ସନ୍ତୋଷ କୁମାର ବେହେରା, ଇତିହାସ ଅଧ୍ୟାପିକା ବନ୍ଧନା ନାୟକ, ଓଡ଼ିଆ ଅଧ୍ୟାପକ ସମୀର କହଁର, ଖେଳ ଶିକ୍ଷକ ଶୁଭାଶିଷ କହଁର ଓ ଡାଟା ଏଣ୍ଟ୍ରି ଅପରେଟର ଅଭିନାଶ ବଳିଆରସିଂଙ୍କୁ ନିଯୁକ୍ତି ମିଳିଥିଲା । ସେମାନେ ନିଜ କର୍ତ୍ତବ୍ୟ ସୁଚାରୁ ରୂପେ ପାଳନ କରି ଆସୁଛନ୍ତି । କିନ୍ତୁ ଆଜକୁ ୬ ମାସ ହେଲାଣି ଦରମା ପାଇନାହାନ୍ତି । ସେମାନେ ଉପ-ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିବା ସତ୍ବେ କୌଣସି ପ୍ରକାର ସୁଫଳ ନ ମିଳିବାରୁ ବାଧ୍ୟହୋଇ ଧାରଣା ଦେଇଥିବା କହିଛନ୍ତି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026