Home ଓଡ଼ିଶା ଆମ୍ବ ଟାକୁଆ ଖାଇବା ଘଟଣା : ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୨ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି । କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ ହଜାର ଲେଖାଏ ସହାୟତା କରିଛନ୍ତି । ପ୍ରଶାସନର ଏହି ସହାୟତା ପାଇଁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026 ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ by Proprietor Abhimanyu Maharana September 29, 2026