Home ଓଡ଼ିଶା ଗୋରୁ ବଝେଇ ଟ୍ରକକୁ ଅଟକ ରଖିଲେ ବଜରଙ୍ଗୀ ଦଳର କର୍ମକର୍ତା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୫ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଦିନ ଗଜପତି ଜିଲ୍ଲାରେ ଗୋଚାଲାଣ ବୃଦ୍ଧି ପାଉଥିବା ବେଳେ,ଗୋରୁ ବଝେଇ ଟ୍ରକକୁ ଅଟକ ରଖି ପୋଲିସକୁ ଜିମା ଦେଇଛନ୍ତି ଲୋକେ, ଘଟଣାଟି ଘଟିଛି ଗଜପତି ଜିଲ୍ଲା ଆର -ଉଦୟଗିରି ଥାନା ଅନ୍ତର୍ଗତ ରଣ୍ଡିବା ଗାଁ ରେ . ଗାଡିଟି ଆର -ଉଦୟଗିରି ଅଂଚଳରୁ ଆନ୍ଧ୍ରାପ୍ରଦେଶ ଅଭିମୁଖେ ଯାଉଥିବା ବେଳେ ଅଂଚଳର କିଛି ଲୋକେ କୌଣସି ସୂତ୍ରରୁ ଖବର ପାଇ ଗାଡିଟିକୁ ଅଟକ ରଖିଥିଲେ ପରବର୍ତୀ ସମୟରେ ପୋଲିସ ଘଟଣାସ୍ଥଳରେ ପହଂଚି ଗାଡିଟିକୁ ଜବତ କରିଥିଲା l Categories: ଓଡ଼ିଶା, ଗଜପତି, ହୋମ୍ Related Content Odiapreneur 3.0 State-Level Hackathon Inaugurated at IIT Bhubaneswar by Proprietor Abhimanyu Maharana October 1, 2026 ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026