୦୬ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> କଟକ ଲୋକସଭା ସଂସଦ ଭର୍ତ୍ତୁହରି ମହତାବ ଆଜି ବାଙ୍କୀର ଇଷ୍ଟଦେବୀ ମା’ଚର୍ଚ୍ଚିକାଙ୍କ ଦର୍ଶନ କରିଥିଲେ । ମା’ଚର୍ଚ୍ଚିକାଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ୧୧କୋଟି ଟଙ୍କାର ଅନୁକମ୍ପା ରାଶି କାହିଁକି ଅଦ୍ୟାବଧି ମା’ଙ୍କ ମନ୍ଦିରର ବିକାଶମୂଳକ କାମରେ ଲାଗିପାରିଲା ନାହିଁ ବୋଲି ମା’ଚର୍ଚ୍ଚିକାଙ୍କ ସେବାୟତମାନେ ସାଂସଦଙ୍କ ନିକଟରେ ଫେରାଦ କରିଛନ୍ତି ।

