
୦୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ଶକ୍ତି ପ୍ରଦର୍ଶନ କରିଛନ୍ତି ଦଶପଲ୍ଲା ବିଧାୟକ ।ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ ସଦରମହକୁମାରେ ବିଜେଡିର ବିଶାଳ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ବ୍ଳକର ୨୨ଟି ପଞ୍ଚାୟତରୁ ଶହ ଶହ ଲୋକ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ଏହି ପଦଯାତ୍ରାରେ ନୟାଗଡ ଜିଲ୍ଲାର ବିଧାୟକ ଡ଼ ଅରୁଣ କୁମାର ସାହୁ,ରଣପୂର୍ ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ,

