
୦୯ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକ ଓ ପୈାର ପରିଷଦ ବିଜେଡି ଜନସମ୍ପର୍କ ପଦଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଟାଉନଥାନାଠାରୁ ପଦଯାତ୍ରା ଆରମ୍ଭ ହୋଇ ଶାଳଭଞ୍ଜ ତୋଟାଠାରେ ଏକ ସମାବେଶ ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ବିଶାଳ ଜନସମ୍ପର୍କ ପଦଯାତ୍ରାରେ ବୋଲଗଡ଼ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ, ରଣପୁର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ,

