Home ଓଡ଼ିଶା କେ. ଏମ. ଭାଲିଆସାହି ଉଚ୍ଚ ବିଦ୍ୟାଳୟର ଛାତ୍ର ରାଜ୍ୟ ସ୍ତ୍ରରକୁ ମନୋନୀତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୯ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ଗଜପତି ଜିଲ୍ଲାର ପାରଳାଖମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2024 ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅବସରରେ ଜିଲ୍ଲାର ସାତଟି ବ୍ଲକରୁ ଛାତ୍ର ଛାତ୍ରୀ ମାନେ ନାଚ ଗୀତ ଆଦି ବିଭିନ୍ନ ବିଭାଗରେ ଅଂଶ ଗ୍ରହଣ କରି ପୁରସ୍କୃତ ହୋଇଛନ୍ତି । ଏହି ଉତ୍ସବରେ ରା. ଉଦୟଗିରି ବ୍ଲକ୍ ସ୍ଥିତ କେ. ଏମ. ଭାଲିଆସହି ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ର ଶ୍ରୀ ଭେଙ୍କଟେଶ୍ୱର ନାୟକ ମଧ୍ୟାହ୍ନ ଭୋଜନ କାର୍ଯକ୍ରମର ଚିତ୍ର କଳlରେ ଅଂଶ ଗ୍ରହଣ କରିଥିଲେ । ଫଳତଃ ଏହି ପ୍ରତିଯୋଗୀତାରେ ଜିଲ୍ଲା ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ମନୋନୀତ ହୋଇଛନ୍ତି । ତତ୍ ସହିତ ଉକ୍ତ ବିଦ୍ୟାଳୟରୁ ସପ୍ତମ ଶ୍ରଣୀର ଛାତ୍ରୀ ସୁଭସ୍ମିତl କାର୍ଯୀ କନିଷ୍ଠ ବିଭାଗର ବକ୍ତୃତା ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିଥିଲେ । ଏହି ପ୍ରତିଯୋଗୀତାରେ ଜିଲ୍ଲା ସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ବିଦ୍ୟାଳୟର ସୁନlମକୁ ବହୁଗୁଣିତ କରାଇଛନ୍ତି । ଏହି ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଅଶେଷ ସାଧୁବାଦ ଜ୍ଞାପନ କରିଛନ୍ତି । Categories: ଓଡ଼ିଶା, ଗଜପତି, ହୋମ୍ Related Content Odiapreneur 3.0 State-Level Hackathon Inaugurated at IIT Bhubaneswar by Proprietor Abhimanyu Maharana October 1, 2026 ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026