୦୯ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଖେଳ ପଡିଆ ଠାରେ ସାତ ଦିନ ଚାଲିଥିବା ଫୁଟବଲ ଟୁର୍ନାମେଣ୍ଟ ଶନିବାର ଦିନ ଉଦଯାପିତ ହୋଇଯାଇଛି I ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଧଣ୍ଡାମୁଣ୍ଡା ସରପଞ୍ଚ ବଦ୍ୟନାଥ ମିଶ୍ର, ସମ୍ମାନିତ ଅତିଥି ଭାବରେ ହରି ଓଁ ଶମ୍ଭୁନାରାୟଣ ଦାଶ,

