ଓଡିଶା ତାଜା ନ୍ୟୁଜ୍ (୨୦ ଅଗଷ୍ଟ ଗୁରୁବାର) ଗଜପତି :- ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ସ୍ୱର୍ଗତ ପୂର୍ବତନ ପ୍ରଧାନ ମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ୭୬ତମ ଜୟନ୍ତି ପାଳିତ ହୋଇଛି । ଏହି ଅବସରରେ ତାଙ୍କ ଫୋଟ ଚିତ୍ରରେ ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା ପୁଷ୍ପ ମାଲ୍ୟ ଅର୍ପଣ କରି ପ୍ରଥମେ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ତାଙ୍କ ଶାସନ ସମୟରେ କିପରି ଭାରତ ଅଗ୍ରଗତି କରିଥିଲା ଏବଂ ତାଙ୍କ ସମୟରେ ହିଁ ଭାରତରେ ଇ ସେବା ଅଧିକ ଉନ୍ନତି କରିଥିଲା ସେ ବିଷୟରେ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ସାମାଜିକ ଦୁରତା ରକ୍ଷା କରାଯାଇ ଖୁବ୍ କମ କର୍ମୀଙ୍କ ମଧ୍ୟରେ ପାଳନ କରାଯାଇଥିଲା । ଏଥିରେ ବାବୁଲି ସାହୁ,କୁନା ମାଝି ପ୍ରମୁଖ ଉପସ୍ଥିତ ରହିଥିଲେ । (ରିପୋର୍ଟ-ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ସ୍ବର୍ଗତ ରାଜୀବ ଗାନ୍ଧୀ ଙ୍କ ୭୬ ତମ ଜୟନ୍ତୀ ପାଳିତ

- Categories: Uncategorized, ଓଡ଼ିଶା, ହୋମ୍
Related Content
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ....
by
Proprietor Abhimanyu Maharana
October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
by
Proprietor Abhimanyu Maharana
October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
by
Proprietor Abhimanyu Maharana
October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ
by
Proprietor Abhimanyu Maharana
October 9, 2026
ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ
by
Proprietor Abhimanyu Maharana
October 8, 2026
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ
by
Proprietor Abhimanyu Maharana
October 8, 2026