Home ଓଡ଼ିଶା ବିଷୋୟୀ ସାହି ନିକଟରେ ରେ ବୁଲୁଛି ଅହିରାଜ୍ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ରାୟଗଡ଼ :-> ଗଜପତି ଜିଲ୍ଲା ରାୟଗଡ଼ ରେ ବୁଲୁଛି ଅହିରାଜ l ଗତ କାଲି ବିଶୋୟୀ ସାହି ଯୁବକ ମାନେ ସାହି ନିକଟରେ ଥିବା ବନ୍ଧ କୁ ଶୌଚ ପାଇଁ ଯାଇଥିବା ବେଳେ ସେଠାରେ ଏକ ବିରାଟ ବଡ଼ ସାପ ଦେଖି ଭୟଭୀତହୋଇ ନିଜ ସାହିର ଳୋକଙ୍କୁ ଡାକିଥିଲେ । ଲୋକେ ସେଠାକୁ ଯାଇ ଦେଖିବା ବେଳେ ସେଠାରେ ବହୁତ ବଡ଼ ଅହିରାଜ ରହିଥିବା ଦେଖି ଭୟଭୀତ ହୋଇଥିଲେ । ଉକ୍ତ ବିଷୟ ଶୁଣିବା ପରେ ଏହାକୁ ଦେଖିବା ପାଇଁ ରାୟଗଡ଼ ଗ୍ରାମରଲୋକଙ୍କ ଭିଡ ଜମିଥିଲା ବର୍ତ୍ତମାନ ସାପଟି ଉକ୍ତ ସ୍ଥାନର ଆଖପାଖ ରେ ବୁଲୁଥିବା ଯୋଗୁ ଲୋକେ ଭୟଭିତ ରେ ଅଛନ୍ତି l Categories: ଓଡ଼ିଶା, ଗଜପତି, ହୋମ୍ Related Content ୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ by Proprietor Abhimanyu Maharana August 25, 2026 ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ by Proprietor Abhimanyu Maharana August 25, 2026 ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ by Proprietor Abhimanyu Maharana August 25, 2026 ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ by Proprietor Abhimanyu Maharana August 25, 2026 ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ by Proprietor Abhimanyu Maharana August 25, 2026 ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଉଚ୍ଚ ସ୍ତରୀୟ ବୈଠକ by Proprietor Abhimanyu Maharana August 25, 2026