୧୫ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-> କଟକ/ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥର ଫୁଲନଖରା ନିକଟରେ ଥିବା ପ୍ରସିଦ୍ଧ ଶୈବପୀଠ ଲକ୍ଷେଶ୍ଵର ମନ୍ଦିର ପରିସରରେ ବସୁଥିବା ଅସହାୟ ଲୋକମାନଙ୍କୁ ଶୁକ୍ରବାର ସକାଳେ ଓଡିଶା କ୍ରାନ୍ତି ବାହିନୀ ସେବା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ସହିତ ଶୀତ ବସ୍ତ୍ର ବଣ୍ଟନ କରାଯାଇଥିଲା ।

