୧୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ହାଇସ୍କୁଲ ପଡିଆ ଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଓ ଆଦିବାସୀ କଲ୍ୟାଣ ସଂଘ୍ ର ମିଳିତ ଉଦ୍ୟମ ରେ ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଜନଜାଗରଣ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମାବେଶ ରେ ପୂର୍ବତନ ସାଂସଦ ଭବାନୀଶଙ୍କର ହୋତା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ପଦ୍ମପୁର ବିଧାୟକ ବର୍ଷା ସିଂ ବରିହା, ସମ୍ମାନିତ ଅତିଥି ରୂପେ ପାଟଣାଗଡ ପୂର୍ବତନ ବିଧାୟକ ସରୋଜ ମେହେର,କୋଶଳ ବାଦି ନେତା ପ୍ରମୋଦ କୁମାର ମିଶ୍ର,ଏଲ ଡି ଏ ପ୍ରତିଷ୍ଠାତା ଲବସୁନା,

