ପୁଣ୍ୟାତ୍ମା ଖତୀବେୱାଙ୍କ ୧୧ତମ ଶ୍ରାଦ୍ଧ ବାର୍ଷିକ ଉତ୍ସବରେ ପାଠ୍ୟ ଉପକରଣ ବଣ୍ଟନ

ସ୍ମୃତି ପରିଷଦର ସଭାପତି ତଥା ସାମାଜିକ କର୍ମୀ ନିରଞ୍ଜନ ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ନିମେଇଁ ଚରଣ ସାହୁ, ୱାର୍ଡ ସଭ୍ୟା ଲିପା ଦେହୁରୀ, ଯୁବଉଦ୍ୟୋଗି ନିର୍ମଳ ସାହୁ, ସମାଜସେବୀ ମୁକେଶ ରାଉତ, ଯୁବରକ୍ତଦାତା ସର୍ବେଶ୍ୱର ସାହୁ, ଅରୁଣ ଲେଙ୍କା ପ୍ରମୁଖ ଉପସ୍ଥିତ ରହି ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱୀତ କରିଥିଲେ ।
Related Content
अखिल भारतीय तेरापंथ महिला मंडल के निर्देशन में “श्री उत्सव” का भव्य आयोजन
by
Proprietor Abhimanyu Maharana
June 18, 2026
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ
by
Proprietor Abhimanyu Maharana
June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ
by
Proprietor Abhimanyu Maharana
June 18, 2026
୭୮ ଦିନର ଅବିରତ ପଦଯାତ୍ରା ଭିଆଇପି ଦର୍ଶନ ପ୍ରୋଟୋକଲ ଦର୍ଶନ ଓ ଟଙ୍କା ଦେଇ ଦର୍ଶନ ବନ୍ଦ କର ପୁରୀବାସୀଙ୍କ ପାଇଁ ଗୋଟିଏ ଦ୍ବାର ଖୋଲ
by
Proprietor Abhimanyu Maharana
June 18, 2026