୧୮ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ପଡ଼ିଆ :-> ମାଲକାନଗିରି ଜିଲ୍ଲା ପଡ଼ିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ବ୍ଲକ ସ୍ତରୀୟ ଦୀର୍ଘସ୍ଥାୟୀ ଓାୖଷଧିୟ ମଶାରୀ ବଣ୍ଟନ ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଡ଼ିଆ ପଞ୍ଚାୟତ ସରପଞ୍ଚ ଗଙ୍ଗା କାରାମ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଶୁଭାରମ୍ଭ ଓ ସଚେତନତା ବୈଠକରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସ୍ବାସ୍ଥ୍ୟ ଅଧିକାରୀ ରାଜ ନାରାୟଣ ସିଂ,

