Home ଓଡ଼ିଶା ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ରେ ଓଡ଼ିଶୀ ନୃତ୍ୟରେ ଝୁମିଲେ ଦର୍ଶକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୦ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରାଦୀପ :-> ପାରାଦ୍ୱୀପ ଠାରେ ଆରମ୍ଭ ହୋଇସାରିଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । କଳିଙ୍ଗ ନୌବାଣିଜ୍ୟର ପରମ୍ପରା ଭିତ୍ତିକ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆ ଯାଇଛି । କଟକ ଐତିହାସିକ ବାଲିଯାତ୍ରା ଓ ଗୋପାଳପୁର ମହୋତ୍ସବ ଭଳି ପାରାଦ୍ୱୀପ କଳିଙ୍ଗ ବାଲିଯାତ୍ରାକୁ ସେହିଭଳି ଢଙ୍ଗରେ ପାଳିତ ହେଉଛି | ବାଲିଯାତ୍ରା ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ସନ୍ଧ୍ୟାରେ ବଲିଉଡ ଓ ଓଲିଉଡ଼ କଳାକାରଙ୍କୁ ନିମନ୍ତ୍ରଣ କରାଯାଇଛି । ରାଜ୍ୟ ଓ ରାଜ୍ୟ ବାହାରୁ ବିଭିନ୍ନ କଳାକାରଙ୍କୁ ଆମନ୍ତ୍ରଣ ମଧ୍ୟ କରାଯାଇଛି । ଲୋକନୃତ୍ୟ, ସହିତ ଓଡ଼ିଶାର କଳା ସଂସ୍କୃତି, ଓ ପରମ୍ପରାକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି । ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ର ଓଡ଼ିଶୀ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ। ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ। Categories: ଓଡ଼ିଶା, କଟକ, କଳାହାଣ୍ଡି, ହୋମ୍ Related Content ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana September 18, 2026 ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ by Proprietor Abhimanyu Maharana September 18, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା by Proprietor Abhimanyu Maharana September 18, 2026 ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ by Proprietor Abhimanyu Maharana September 18, 2026 ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ by Proprietor Abhimanyu Maharana September 18, 2026 ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି by Proprietor Abhimanyu Maharana September 18, 2026