୨୨ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ :-> ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ସିକଲ ସେଲ ରୋଗ ବିଷୟରେ ଏକ ସଚେତନତା ଶିବିର ର ଆୟୋଜନ କରାଯାଇଥିଲା ।

