ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ ଶିବିର

ବ୍ଲକ ଉନ୍ନୟନ ଅଧିକାରୀ ସରୋଜ କୁମାର ନାୟକ , ଭାପୁର ତହସିଲଦାର ଅର୍ଜୁନ ପ୍ରଧାନ, ଫତେଗଡ ଥାନା ଅଧିକାରୀ ପଞ୍ଚାନନ ପରିଡ଼ାଙ୍କ ସମେତ ବ୍ଲକର ସମସ୍ତ କାର୍ଯ୍ୟାଳୟରୁ ବିଭାଗୀୟ ଅଧିକାରୀମାନେ ଯୋଗଦେଇ ଜନସାଧାରଣଙ୍କ ସମସ୍ୟାର ସମାଧାନ କରିଥିଲେ । ବିଶେଷକରି, ଗ୍ରାମ୍ୟ ଉନ୍ନୟନ ବିଭାଗ ର କନିଷ୍ଠଯନ୍ତ୍ରୀ ତଥା ଅଧିକାରୀମାନେ ଅନୁପସ୍ଥିତ ରହିଥିବାରୁ ଜିଲ୍ଲାପାଳ ଦୁଃଖ ପ୍ରକାଶ କରିବା ସହିତ କ୍ଷୁବ୍ଧ ପ୍ରକାଶ କରି ବିଭାଗୀୟ ଅଧିକାରୀଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
Related Content
କଣ୍ଟାବାଞ୍ଜିରେ କିନ୍ନର ସମାଜ ପକ୍ଷରୁ ଭବ୍ୟ ନବରାତ୍ରୀ ପୂଜା, ସହରବାସୀଙ୍କ ମଙ୍ଗଳ କାମନା
by
Proprietor Abhimanyu Maharana
October 12, 2026
ମର୍ଦ୍ଦରାଜ ପୁର ପୁରୁଣା ସାହି, ବୋଦଶା ଗାଁ ରାସ୍ତା ର ଅବସ୍ଥା ଶୋଚନୀୟ
by
Proprietor Abhimanyu Maharana
October 12, 2026
ଜିଲ୍ଲା ସ୍ତରୀୟ ମହକ ଓ ଉତ୍ସାହ ୨୦୨୬ ଅନୁଷ୍ଠିତ
by
Proprietor Abhimanyu Maharana
October 12, 2026
ଦିନରେ ବାଲିବନ୍ତ ରୁ ବାଲି ଚୋରି ଧୃତରାଷ୍ଟ୍ର ପରି ବସିଛି ପ୍ରଶାସନ : ଭୁଶୁଡି ପଡିବ ହରିସହଦେବ ମନ୍ଦିର
by
Proprietor Abhimanyu Maharana
October 12, 2026
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ
by
Proprietor Abhimanyu Maharana
October 12, 2026
ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ
by
Proprietor Abhimanyu Maharana
October 12, 2026