୨୭ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :-> ଗୋପ କଲେଜରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଅଛି । କଲେଜର ଅଧ୍ୟକ୍ଷା ଶ୍ରୀମତୀ ପ୍ରିୟମ୍ବଦା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଭାରେ ଗୋପ କଲେଜ ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ଖଟୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାରତୀୟ ସମ୍ବିଧାନର ମୌଳିକତା ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ସେହିପରି କଲେଜର ପ୍ରଶାସନିକ ଅଧିକାରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ସେନାପତି, ଅଧ୍ୟାପିକା ପ୍ରତିମା ଦେଇ, ଅଧ୍ୟାପକ ସିଦ୍ଧାର୍ଥ ଶଙ୍କର ସାହୁ, ଅମିତାଭ ମହାନ୍ତି , ବାପିନା ସ୍ବାଇଁ,

