Home ଓଡ଼ିଶା ବାଆଁରା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ଡମପଡ଼ା ବ୍ଲକ ଅନ୍ତର୍ଗତ ବାଆଁରା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଆଜି ୧୯୮ଜଣ ଛାତ୍ରଛାତ୍ରୀମାନଙ୍କୁ ଦୁଇହଳ ଲେଖାଏଁ ପୋଷାକ ବଣ୍ଟନ କରାଯାଇଛି । ଏହି ବିତରଣ ଉତ୍ସବରେ ପ୍ରଧାନ ଶିକ୍ଷକ ବିରେନ୍ଦ୍ର କୁମାର ଦାସ ସଭାପତିତ୍ୱ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷାକମିଟି ସଭାପତି ଅକ୍ଷୟ କୁମାର ରାଉତ, ନାୟବ ସରପଂଚ ପ୍ରିୟଙ୍କା ପ୍ରିୟଦର୍ଶିନୀ ରାଉତ, ବିଜୟ ଲକ୍ଷ୍ମୀ ରାଉତ, ସନ୍ତୋଷ କୁମାର ରାଉତ, ସସ୍ମିତା ରାଉତ, ରବିନ୍ଦ୍ର ବଡଜେନା, ସୁଲୋଚନା ହାତୀ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରିଥିଲେ । ଶିକ୍ଷକ ଗୋଲଖ ବିହାରୀ ପାତ୍ର ଓ ନିବେଦିତା ରାଉତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ by Proprietor Abhimanyu Maharana October 12, 2026 ୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ by Proprietor Abhimanyu Maharana October 12, 2026 ବାଲିଗୁଡ଼ାରେ ସିରିଜ୍ ଦୁର୍ଘଟଣା; ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ by Proprietor Abhimanyu Maharana October 12, 2026 ଜନ୍ମମାଟିରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା "ମୋ ପରିବାର" by Proprietor Abhimanyu Maharana October 12, 2026 CaratLane - A TATA Product Launches its 374th store in Bhubaneswar by Proprietor Abhimanyu Maharana October 12, 2026 ଓଡ଼ିଶାର ରାଜ୍ୟପାଳଙ୍କ ଦ୍ବାରା ବରଗଡ଼ରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମ ଷ୍ଟେମ ଲ୍ୟାବ୍ ଓ ଏରୋମଡେଲିଂ ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ by Proprietor Abhimanyu Maharana October 12, 2026