ବିଦ୍ୟାଳୟ ଅର୍ଥ ଆତ୍ମସାତ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ୟୁ/ଏସ ୧୩ (୨ )ଆର/ଡ଼ବ୍ଲ୍ୟୁ ୧ ୩ (୧ )(ସି )(ଡି )ପିସି ଆକ୍ଟ ୧ ୯ ୮ ୮/୪ ୦୯/୧୨୦(ବି )ରେ ଏକ ମାମଲା ରୁଜୁ କରାଯାଇ ଶୁକ୍ରବାର ଏହାର ବିଚାର କରାଯାଇ ଚୂଡାନ୍ତ ରାୟ ପ୍ରକାଶ ପାଇଥିଲା । ଭିଜିଲାନ୍ସ ପକ୍ଷରୁ ଅଭିଯୁକ୍ତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୁ ନନ୍ଦନ କେଶରୀ ନାୟକଙ୍କୁ ଚାକିରୀରୁ ବହିଷ୍କାର କରିବା ପାଇଁ ମଧ୍ୟ ବିଭାଗୀୟ ଉଚ୍ଚ କତୃପକ୍ଷଙ୍କ ନିକଟକୁ ଚିଠି ଲେଖାଯାଇଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି l
Related Content
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ
by
Proprietor Abhimanyu Maharana
September 29, 2026
"ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ
by
Proprietor Abhimanyu Maharana
September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ
by
Proprietor Abhimanyu Maharana
September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା
by
Proprietor Abhimanyu Maharana
September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ
by
Proprietor Abhimanyu Maharana
September 29, 2026
ବିଶ୍ୱ ଜଳାତଙ୍କ ଦିବସ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
by
Proprietor Abhimanyu Maharana
September 29, 2026