
ବୋଲଗଡ଼ରେ ଆଞ୍ଚଳିକ ବିଜ୍ଞାନ ମେଳା ୬୦ ପ୍ରକଳ୍ପ ପ୍ରଦର୍ଶିତ

ସବଜୁନିୟର ଓ ସିନିୟର୍ ବିଭାଗରେ ପ୍ରକଳ୍ପଗୁଡ଼ିକୁ ଚୟନ କରାଯାଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପ୍ରଣାମ ପତ୍ର ଓ ଟ୍ରଫି ପ୍ରଦାନ କରିଥିଲ। ସମସ୍ତ ଅଂଶଗ୍ରହଣକାରୀ ଛାତ୍ରଛାତ୍ରୀମlନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ବୋଲଗଡ଼ ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ସମସ୍ତ ଗୁରୁମା/ଗୁରୁଜୀ କାର୍ଯ୍ୟକ୍ରମକୁ ସହଯୋଗ କରି ପରିଚାଳନା କରିଥଲେ। ପରିଶେଷରେ ଜୋନ ସଂଯୋଜକ ସହଦେବ ସୁବୁଦ୍ଧି ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।
- Categories: ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
Related Content
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି
by
Proprietor Abhimanyu Maharana
July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍ଘାଟିତ
by
Proprietor Abhimanyu Maharana
July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ
by
Proprietor Abhimanyu Maharana
July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ
by
Proprietor Abhimanyu Maharana
July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ
by
Proprietor Abhimanyu Maharana
July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ
by
Proprietor Abhimanyu Maharana
July 1, 2026