Home ଓଡ଼ିଶା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗାଁ ନିକଟରେ ଅଟୋ କୁ ଧକ୍କା ଦେଲା ରାଉଲ ସିଂ ନାମକ ଘରୋଇ ଟ୍ରକ୍ ,୨ ଯାତ୍ରୀ ଗୁରୁତର ଅବସ୍ଥାରେ ମୋହନା ମେଡିକାଲ୍ ରେ ଭର୍ତ୍ତି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଆଜି ଦିନ ଗୋଟାଏ ସମୟରେ ଖ୍ରୀଷ୍ଟପୁର ନିକଟରେ ରାହୁଲସିଂ ନାମକ ଘରୋଇ ଟ୍ରକ ଧକାରେ ୮ ଅଟୋ ଯାତ୍ରୀ ଆହାତ ।ସମସ୍ତ ଆହାତ ମାନେ ହେଲେ ଅଡବା ଥାନା ନିକଟସ୍ଥ ଗୁଲୁବା ଗ୍ରାମର। । ସମସ୍ତ ଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବିରିକୋଟ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ସୁଜତା ଘଡେଇ ଓ ଜୋଚ୍ଛନା ରାଣୀ ପାତ୍ର ଦୁଇଜଣ ଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରି ଚିକିତ୍ସା ଚାଲିଛି । ସୂଚନା ପ୍ରକାରେ ଟ୍ରକ ଟି ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବାବେଳେ ଅଟୋଟି ଗୁଲୁବାରୁ ମୋହନା ଅଭିମୁଖେ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ଅଡବା ପୋଲିସ୍ ପହଞ୍ଚି ତଦନ୍ତ ଚଳାଇଛି। Categories: ଓଡ଼ିଶା, ଗଜପତି, ହୋମ୍ Related Content Odiapreneur 3.0 State-Level Hackathon Inaugurated at IIT Bhubaneswar by Proprietor Abhimanyu Maharana October 1, 2026 ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026