Home ଓଡ଼ିଶା ଭଦ୍ରକ RMC ମାର୍କେଟ ପରିସର ରେ ଶୁଭ ଉଦଘାଟନ କଲେ ଇନପୁଟ ସହାୟତା ୮୦୦ ଟଙ୍କା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭଦ୍ରକ :-> ବିଜେପି ସରକାର କଥା ଦେଇ କଥା ରଖିଲେ ମୋହନ ଚରଣ ମାଝୀ ଚାଷୀଙ୍କୁ ଇନପୁଟ୍ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କାର ବୋନସ .. ଚାଷୀଙ୍କୁ ଇନପୁଟ୍ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କ ଖାତାକୁ ୮୦୦ ଟଙ୍କାର ବୋନସ ପଠାଇଲେ ମୋହନ । ସୋହେଲାରୁ ଶୁଭାରମ୍ଭ କରି କହିଲେ ଚାଷୀଙ୍କ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ l ଚାଷୀଙ୍କୁ ଇନପୁଟ୍ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କ ଖାତାକୁ ୮୦୦ ଟଙ୍କାର ବୋନସ ପଠାଇଲେ ମୋହନ । ସୋହେଲାରୁ ଶୁଭାରମ୍ଭ କରିଛନ୍ତି ମୋହନ ମାଝୀ । ଚାଷୀଙ୍କ ଖାତାକୁ ଟଙ୍କା ପଠାଇବା ସହ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ମଞ୍ଚରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ୨୪ବର୍ଷ ଶାସନରେ ପୂର୍ବ ସରକାର ଯାହା କରିପାରିନଥିଲେ ତାହା ୬ମାସ ବିଜେପି ସରକାର କରି ଦେଖାଇଛି ।ଯାହାକୁ ନେଇ ଇର୍ସାରେ ଜଳିଯାଉଛନ୍ତି ପୁର୍ବ ସରକାରର ନେତୃତ୍ୱ ଓ କଂଗ୍ରେସ । ପୂର୍ବ ସରକାର କେବଳ ଭୋଟ ବ୍ୟାଙ୍କ ତିଆରି କରିଥିଲେ। ଚାଷୀଙ୍କ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସାଧାରଣ ନିର୍ବାଚନ ସମୟ ଯଉ ସବୁ ପ୍ରତିଶୃତି ଓଡିଶା ବାସୀଙ୍କୁ ଦେଇଥିଲେ ବିଜେପି ସରକାର ଆସିଲେ ଚାଷୀଙ୍କୁ ଧାନ ରେ ୨ ଗୁଣା ଦବୁ l ଆସୁ ଆସୁ ପ୍ରଥମେ ମା ମାନଙ୍କୁ ସୁଭଦ୍ରା ଟଙ୍କା ଦେଲେ ସରକାର କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । Categories: ଓଡ଼ିଶା, ଭଦ୍ରକ, ହୋମ୍ Related Content ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ by Proprietor Abhimanyu Maharana September 10, 2026 ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ by Proprietor Abhimanyu Maharana September 10, 2026 ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି by Proprietor Abhimanyu Maharana September 10, 2026 ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ by Proprietor Abhimanyu Maharana September 10, 2026 ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ର ସମାପନୀ ସମାରୋହ by Proprietor Abhimanyu Maharana September 10, 2026 ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର by Proprietor Abhimanyu Maharana September 10, 2026