୧୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲାରେ କିଛି ବର୍ଷ ହେବ ମାଓ କାର୍ଯ୍ୟ କଳାପ କରାଇ ଆତଙ୍କ ସୃଷ୍ଟି କରିଥିବା ଟପ ମାଓ ନେତା ଆଜାଦ ଓରଫ କେଶବ ରାଓ ଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱର ଝାରପଡା ଜେଲ ରୁ ବାଲିଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ କୋର୍ଟ କୁ ଅଣାଯାଇଥିଲା l ଏଠାରେ ଆଜି ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳର ବହୁ ଚର୍ଚିତ ୫ ଟି ମାମଲାର ଚାର୍ଜ ଫ୍ରେମ କରାଯାଇଥିଲା l
