୧୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲାର ରା. ଉଦୟଗିରି ବ୍ଲକ୍ ଅନ୍ତର୍ଗତ କେ.ଏମ . ଭାଲିଆସାହି ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷାଧିକାରୀ ଡ. ମାୟାଧର ସାହୁଙ୍କ ନିର୍ଦ୍ଦେଶକ୍ରମେ ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଆମ୍ପୁଲ ରବିକୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।
