୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ପ୍ରେସକ୍ଲବ ବିଦ୍ୟାରତ୍ନ ଭବନ ଠାରେ ବାଙ୍କୀର ବରପୁତ୍ର ସ୍ୱର୍ଗତ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ୧୫୮ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ପ୍ରେସକ୍ଲବ ସଭାପତି ବଳଭଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ । ପ୍ରେସକ୍ଲବ ଉପସଭାପତି ସମରେନ୍ଦ୍ର ମହାପାତ୍ର , ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ତଥା ସଂପାଦକ ସୁବାସ ଚନ୍ଦ୍ର ପାଢୀ,
