ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱର୍ଗତ ନୀଳମଣି ବିଦ୍ୟାରତ୍ନଙ୍କ ୧୫୮ତମ ଜନ୍ମ ଜୟନ୍ତୀ ପାଳିତ

ଏହି ଅବସରରେ ସେଠାରେ ସ୍ଥାପିତ ସ୍ୱର୍ଗତ ବିଦ୍ୟାରତ୍ନଙ୍କ ପ୍ରତିମୂର୍ତ୍ତିରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ କାଳୀଚରଣ ତ୍ରିପାଠୀ ଓ ବାଙ୍କୀ ପ୍ରେସକ୍ଲବ ସଭାପତି ବଳଭଦ୍ର ପଣ୍ଡା, ବାଙ୍କୀ କଲେଜ ପୂର୍ବତନ ଉପାଧ୍ୟକ୍ଷ ମନୋଜ କୁମାର ମହାପାତ୍ର, ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ସୁଦର୍ଶନ ବେହେରା ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
Related Content
ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ
by
Proprietor Abhimanyu Maharana
October 11, 2026
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ
by
Proprietor Abhimanyu Maharana
October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ
by
Proprietor Abhimanyu Maharana
October 11, 2026
ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ
by
Proprietor Abhimanyu Maharana
October 11, 2026
ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ
by
Proprietor Abhimanyu Maharana
October 11, 2026
ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ
by
Proprietor Abhimanyu Maharana
October 11, 2026