୧୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ଡମପଡ଼ା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ପ୍ରତିଯୋଗିତାକୁ ଜିଲ୍ଲା ପରିଷଦ ସଭ୍ୟା ମିନତୀ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ସମ୍ମାନିତଅତିଥି ଭାବେ ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ଜୟନ୍ତୀ ବିଶ୍ୱାଳ ଯୋଗଦେଇଥିବା ବେଳେ ପ୍ରଧାନ ଶିକ୍ଷକ କାର୍ତ୍ତିକ ବେହେରା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ ।
