୧୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିପାଟଣା :-> ଭୁବନେଶ୍ଵର ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା, ବାଲିପାଟଣା ବ୍ଲକ ଅନ୍ତର୍ଗତ ବନମାଳୀପୁର ସ୍ଥିତ ଆଦର୍ଶ ଶିଶୁନିକେତନର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉତ୍ସଵ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ପ୍ରତିଯୋଗିତାକୁ ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଶିବପ୍ରସାଦ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ ।

