୧୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ଚିକେନ ଦୋକାନ ଭିତରେ ଗ୍ୟାସ ହାଣ୍ଡି ଫାଟି ଜଣେ ଗୁରୁତର ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ, ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି ଆଜି ଗୁରୁବାର ଦିନ ମଧ୍ୟ ଚିକେନ୍ ଦୋକାନୀ ରତନ ଦିଗାଲ ଚିକେନ କରିବା ପାଇଁ ପାଣି ଗରମ କରୁଥିବା ବେଳେ ହଠାତ୍ ଗ୍ୟାସ ହାଣ୍ଡି ଫାଟି ଯାଇଥିଲା, କିଛି ବୁଝିବା ଆଗରୁ ଏତେ ବଡ଼ ଦୁର୍ଘଟଣା ଘଟିଛି ।
