୨୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଙ୍କ ତତ୍ତ୍ଵାବଧାନରେ ନୂଆଗାଁ ବିଜୁ ଛାତ୍ର ଜନତା ଦଳ ତରଫରୁ ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ବିଜୁ ଛାତ୍ର ଜନତା ଦଳର ମହାସଚିବ ଇସ୍ପିତା ସାହୁ ,

