ଓଡ଼ିଶାରେ ୧୨,୩୩,୮୦୫ ଟି ନମୁନା ପରୀକ୍ଷା କରାଯାଇଛି,୭୫,୫୩୭ ଜଣ ପଜିଟିଭ୍‌ ଚିହ୍ନଟ,୫୨,୨୭୬ ଜଣ ରୋଗୀ ସୁସ୍ଥ ,୩୯୯ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୨୨ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୨,୩୩,୮୦୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୭୫,୫୩୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୫୨,୨୭୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।

(ଆଜିର ସୁସ୍ଥ ସଂଖ୍ୟା-୧୭୭୩) ୩୯୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୨,୮୦୯ ରହିଛି ।୨୪,୫୮୨ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version