୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିରଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାର ର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି ।

