୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ପ୍ରଥମ ତଥା ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ସେଖ ସାଦିକ ଯୋଗ ଦେଇ କ୍ରୀଡା ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ l ଦ୍ୱିତୀୟ ତଥା କ୍ରୀଡାର ଉଦଯାପନୀ ଦିବସରେ ସ୍ଥାନୀୟ ତହସିଲଦାର ଦୀପ୍ତି ରଞ୍ଜନ ବେହେରା,
