୨୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ତୃତୀୟ ଓ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ୨୮ ଜଣ ଛାତ୍ର ଛାତ୍ରୀ କୃତିତ୍ବ ଅର୍ଜନ କରିଛନ୍ତି। ତୃତୀୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ମହିପୁର ଶ୍ରୀ ଅରବିନ୍ଦର ଛାତ୍ର ଆଶୁତୋଷ ବେହେରା ୯୩ ମାର୍କ ରଖି ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ଭିରୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ର ଆଶୁତୋଷ ସ୍ବାଇଁ ୭୪ ମାର୍କ ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଆଶୁତୋଷ ସ୍ବାଇଁ ତୃତୀୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ମେରିଟ ରେ ଆଶୁତୋଷ ବେହେରା ଶ୍ରୀ ଅରବିନ୍ଦ ମହିପୁର,ରାମକୃଷ୍ଣ ଦଳେଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୃଷ୍ଣପ୍ରସାଦ, ସତ୍ୟ ନାରାୟଣ ଦାଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କାଣିଗିରି ,ପୁନମ୍ ପ୍ରଧାନ ସରକାରୀ ପ୍ରାଥମିକ ବିଦ୍ୟାଳୟ ମସ୍କାବାରି, ହର୍ଶାଲି ସାହୁ ଶିଶୁ ମନ୍ଦିର ବହାଡ ଝୋଲା,

