୨୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :- ଗୋପ ନିଗମାନନ୍ଦ ସରକାରୀ ହାଇସ୍କୁଲ ର ଖେଳ ପଡିଆ ଠାରେ ସ୍ଥାନୀୟ ବିବେକାନନ୍ଦ ଶିକ୍ଷ୍ୟା କେନ୍ଦ୍ର ଗୋପ ର ‘ବାର୍ଷିକ ଖେଳ କୁଦ ସମାରୋହ’ 2024 ଉଦଯାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଉତ୍ସବ ରେ ଗୋପ ଅଞ୍ଚଳର ବରିଷ୍ଠ ଶିକ୍ଷlବିତ୍ତ ବିଭୁତି ଭୂଷଣ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ବିଜୟୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ l ଶିଶୁ ପ୍ରବେଶ ଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ 200 ରୁ ଉର୍ଦ୍ଧ ଛାତ୍ର ଛାତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ l
