Home ଓଡ଼ିଶା ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ସକାଶେ ପ୍ରସ୍ତୁତି ବୈଠକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :- ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ରୂପ୍ରାରୋଡ ଠାରେ ନର୍ଲା ବିଧାୟିକା ଶ୍ରୀମତୀ ମନୋରମା ମହାନ୍ତିଙ୍କ ସଭାପତିତ୍ବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ବିଜୁ ଜନତା ଦଳର ରାଜ୍ୟ ସଭାପତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କର୍ମେ ଆସନ୍ତା ୨୬/୧୨/୨୦୨୪ ରିଖ ଦିନ ନର୍ଲା ନିର୍ବାଚନ ମଣ୍ଡଳୀ ସ୍ତରୀୟ ରୁପ୍ରା ରୋଡ ଠାରେ ୨୮ତମ ପ୍ରତିଷ୍ଠା ଦିବସ ପାଳନ କରିବା ପାଇଁ ଆଲୋଚନା କରାଗଲା । ଏଥିରେ ନର୍ଲା ବ୍ଲକ୍ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି,ରାଜ୍ୟ ସରପଞ୍ଚ ସଂଘ ର ସଭାପତି ରୋମାଞ୍ଚଳ ସାହୁ, ନର୍ଲା ବ୍ଲକ୍ ସରପଞ୍ଚ ସଂଘର ସଭାପତି ଅନ୍ତରାମ୍ ମାଝୀ,ଜିଲ୍ଲା ଛାତ୍ର ଉପସଭାପତି ଗୋବିନ୍ଦ ତାଣ୍ଡି, ନର୍ଲା ବ୍ଲକ୍ ଛାତ୍ର ସଭାପତି ଘାସିରାମ ସାହୁ, ଭିମକେଲା ସରପଞ୍ଚ ପ୍ରତିନିଧି ଜୟନ୍ତ ଗୌଡ଼,ବାଗପୁରର ସରପଞ୍ଚ ଗୋପାଳ ହାତୀ,ରୁପ୍ରା ରୋଡ ସରପଞ୍ଚ ହେମନ୍ତ ଭୋଇ,ସମେତ ବିଜୁ ଜନତା ଦଳର ସମସ୍ତ ସରପଞ୍ଚ,ସମସ୍ତ ସମିତି ସଭ୍ୟ ସଭ୍ୟା ଓ ନର୍ଲା ବ୍ଲକର ବିଜୁ ଜନତା ଦଳର ସମସ୍ତ ପଞ୍ଚାୟତ ସଭାପତି ଏବଂ କର୍ମୀ ଉପସ୍ଥିତ ଥିଲେ l Categories: ଓଡ଼ିଶା, କଳାହାଣ୍ଡି, ହୋମ୍ Related Content ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana September 18, 2026 ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ by Proprietor Abhimanyu Maharana September 18, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା by Proprietor Abhimanyu Maharana September 18, 2026 ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ by Proprietor Abhimanyu Maharana September 18, 2026 ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ by Proprietor Abhimanyu Maharana September 18, 2026 ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି by Proprietor Abhimanyu Maharana September 18, 2026