୨୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ଆର,ଉଦୟଗିରି ଥାନା ଅନ୍ତର୍ଗତ ଅନୁଗୁ ପଞ୍ଚାୟତର ଆମ୍ବାଝରି, ପାତିପଙ୍କା ଓ କିରାମା ପଞ୍ଚାୟତ ଅଞ୍ଚଳରେ ଜଙ୍ଗଲ ପାହଡ ଅଞ୍ଚଳରେ ବେଆଇନ ଭାବେ ଲଗା ଯାଇଥିବା ଗଞ୍ଜେଇ ଗଛକୁ ଅବକାରୀ ବିଭାଗ ସହ ମିଳିତ ସହଯୋଗରେ ଆର,ଉଦୟଗିରି ପୁଲିସ ଦ୍ବାରା ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ସମ୍ପୂଣ୍ଣ ବେଆଇନ ଗଞ୍ଜେଇ ଚାଷ ଉପରେ ରୋକ ଲଗାଇବାକୁ ପୁଲିସ ବିଭାଗ ଅହରହ ଅଭିଯାନ ଚଳାଇ ଥିଲେ ମଧ୍ୟ ଗଞ୍ଜେଇ ଚାଷ ବଢିବାରେ ଲାଗିଥିବା ଦେଖିବାକୁ ମିଳିଛି । ହେଲେ ଏ ନେଇ ପୁଲିସ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଅନୁଗୁର ଓ କିରାମା ପଞ୍ଚାୟତର ଆମ୍ବାଝାରି,

