Home ଓଡ଼ିଶା ସେଣ୍ଟ୍ ଜାଭିୟର୍ସ ପବ୍ଲିକ ସ୍କୁଲରେ ବଡଦିନ ପର୍ବ ପାଳିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ୨୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଡମପଡ଼ା :-> ବାଙ୍କୀ ଏନ୍.ଏ.ସି ଅନ୍ତର୍ଗତ କଚେରୀ ଛକସ୍ଥ ସେଣ୍ଟ୍ ଜାଭିୟର୍ସ ପବ୍ଲିକ ସ୍କୁଲରେ ବଡଦିନ ପର୍ବ ପାଳିତ ହୋଇଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ଶୁଭଶ୍ରୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଶିକ୍ଷୟିତ୍ରୀ ସୁନୀତା ବେହେରା , ବିଷ୍ଣୁପ୍ରିୟା ପାଢୀ, ପୁଷ୍ପମଞ୍ଜରୀ ଜେନା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ତାଙ୍କ ଭାଷଣରେ ବଡଦିନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିିକ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା । Categories: ଓଡ଼ିଶା, କଟକ, ହୋମ୍ Related Content ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ by Proprietor Abhimanyu Maharana May 11, 2026 ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ by Proprietor Abhimanyu Maharana May 11, 2026 ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ by Proprietor Abhimanyu Maharana May 11, 2026 ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ by Proprietor Abhimanyu Maharana May 11, 2026 ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ - ଲକ୍ଷ୍ମଣ ବାଗ by Proprietor Abhimanyu Maharana May 11, 2026 ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana May 11, 2026