୨୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :- ଦଶପଲ୍ଲା ବିଧାୟକ ରମେଶଚନ୍ଦ ବେହେରାଙ୍କ ନେତୃତ୍ବରେ ଦଶପଲ୍ଲା ଶ୍ରୀ କ୍ରୀ୍ଷ୍ଣା କଲ୍ୟାଣ ମଣ୍ଡପ ପରିସରରେ ବିଜୁଜନତା ଦଲର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମ ରେ ଦଶପଲ୍ଲା ପଂଚାୟତ ସମିତି ଅଧ୍ୟକ୍ଷା ସୁନନ୍ଦା ସାହୁ, ଏନ୍ ଏ ସି ଅଧ୍ୟକ୍ଷା ପୁନମ୍ ପ୍ରୀୟଦର୍ଶୀନି ,

