୨୭ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ତାଳବଣିଆ ସ୍ଥିତ ପାର୍କିଂ ସ୍ଥଳ ଠାରେ ଅନୁଷ୍ଠିତ ହେବ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନର ୧୦୩ ତମ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ କୁ ଶୃଙ୍ଖଳିତ ଓ ସୁଚାରୁରୂପେ ସମ୍ପର୍ଣ୍ଣ କରିବାକୁ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିବା ସହ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ର ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ୱକୁ ସୁଚାରୁ ରୁପେ ନିର୍ବାହ ପାଇଁ ପରାମର୍ଶ ଦେଇଥିଲେ। ଆଇନ ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ପରିଷ୍କାର ପରିଛନ୍ନତା,

