Home ଓଡ଼ିଶା ଯକ୍ଷ୍ମା ରୋଗୀ ଚିହ୍ନଟ କାର୍ଯ୍ୟକ୍ରମ ର ଶୁଭାରମ୍ଭ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୭ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ ବ୍ଲକ :-> ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଯକ୍ଷ୍ମା ରୋଗୀ ଚିହ୍ନଟ କାର୍ଯ୍ୟକ୍ରମରେ ଡାକ୍ତର ଜ୍ଞାନ ଜ୍ୟୋତି ଦାସ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହା 31 ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ।ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱେଚ୍ଛାସେବୀମାନେ ଘର କୁ ଘର ବୁଲି ଯକ୍ଷ୍ମା ରୋଗୀ ଚିହ୍ନଟ କାରିବେ। ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱେଚ୍ଛାସେବୀମାନଙ୍କୁ ନେଇ ବାଇଶ ଗୋଟି ଦଳ ଗଠନ କରାଯାଇଛି । ପ୍ରତିଟି ଦଳ ସାତ ଶହରୁ ଉର୍ଦ୍ଧ ଜନସଂଖ୍ୟା ବିଶିଷ୍ଠ ଗ୍ରାମକୁ ଯାଈ ଯକ୍ଷ୍ମା ରୋଗୀ ଚିହ୍ନଟ କରିବେ। ଦୀର୍ଘ ଦିନ ଧରି ଜ୍ଵର ଲାଗି ରହିବା, ଓଜନ କମିଯିବା, ଦୁଇ ସପ୍ତାହରେ ଅଧିକ ଦିନ ଧରି କାଶ ଲାଗି ରହିବା, ଛାତିରେ ଯନ୍ତ୍ରଣା ହେବା ଓ କଫରେ ରକ୍ତ ପଡିବା ଏ ସବୁ ଲକ୍ଷ୍ୟନ ଥିଲେ ତୁରନ୍ତ କଫ ପରୀକ୍ଷା କରାଜିବ । ସ୍ୱାସ୍ଥ୍ୟ ବିଭାଗର ସମ୍ପ୍ରସାରଣ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ,ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନ,ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ,ମମତା ମିଶ୍ର, ଭରତ ବେହେରା,ଜୟନ୍ତୀ ଜେନା , ରାଧେଶ୍ୟାମ ପ୍ରଧାନ,ଗୁଣନିଧି ରାଉତ କାର୍ଯ୍ୟକ୍ରମ କୁ ପରିଚାଳନା ତଦାରଖ କରିବେ। Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା by Proprietor Abhimanyu Maharana October 1, 2026 ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା by Proprietor Abhimanyu Maharana October 1, 2026 ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ by Proprietor Abhimanyu Maharana October 1, 2026 ଫୁଲନଖରା - ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ by Proprietor Abhimanyu Maharana October 1, 2026 ଉତ୍କଳ ହସ୍ପିଟାଲରେ ବିଶ୍ୱ ହୃଦୟ ଦିବସ ପାଳିତ by Proprietor Abhimanyu Maharana October 1, 2026 Utkal Hospital Observes World Heart Day by Proprietor Abhimanyu Maharana October 1, 2026